ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଠାକୁରାଣୀ ଯାତ୍ରା ପାଇଁ ଭଞ୍ଜନଗର ପୋଲିସର ପ୍ରସ୍ତୁତି ବୈଠକ

ରିପୋର୍ଟ- ମାଗୁଣୀ ମିଶ୍ର 

ଭଞ୍ଜନଗର -୨୪/୪ : ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଐତିହାସିକ ଠାକୁରାଣୀ ଯାତ୍ରା। ୩ବର୍ଷକୁ ଥରେ ଏହି ଯାତ୍ରା ଅନୁଷ୍ଠିତ ହୋଇଥାଏ । ତେଣୁ ଦୂରଦୂରାନ୍ତରୁ ଦର୍ଶକ ମାନଙ୍କ ସୁଅ ଛୁଟିଥାଏ। କୁଲାଡ଼ ରୁ ମା ବ୍ୟାଘ୍ରଦେବୀଙ୍କୁ ଆଡମ୍ବର ସହକାରେ ଅଣାଯାଏ ୩୦ରୁ ଅଧିକ ପଟୁଆର ଏବଂ ବହୁ ଶବ୍ଦ ଓ ଆଲୋକ ରଂଜିତ ବାଣ ଫୁଟାଯାଏ। ହଜାର ହଜାର ଲୋକଙ୍କ ସୁରକ୍ଷା ଏବଂ ଟ୍ରାଫିକ ସମସ୍ୟାକୁ ଆଖି ଆଗରେ ରଖି ଯାତ୍ରା ପରିଚାଳନା କମିଟି ଓ ସାମ୍ବାଦିକ ମାନଙ୍କୁ ନେଇ ଥାନା ପରିସରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଂଜନ କୁମାର ଦେ ଙ୍କ ଅଧକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। କୁଲାଡ଼ ରୋଡ଼ ବେଲଗୁଣ୍ଠା ରୋଡ଼, ବ୍ରହ୍ମପୁର ରୋଡ଼, ଫୁଲବାଣୀ ରୋଡ଼ଦେଇ ଆସିବା ଦୁଇ ଚକିଆ ଗାଡି ଏବଂ ବଡ ଗାଡି ମାନଙ୍କ ପାର୍କିଙ୍ଗ ବ୍ୟବସ୍ତା କରାଯାଇଛି। ପରେ କମିଟି ସଦସ୍ତ ଓ ପୋଲିସ ଅଧିକାରୀ ମାନଙ୍କ ସହ ସହରର ଅନେକ ସ୍ଥାନରେ ସୁରକ୍ଷା ସହ ପାର୍କିଂ ବ୍ୟବସ୍ଥା ନେଇ ତଦାରଖ କରାଯାଇଥିଲା। ବୈଠକ ବେଳେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଡ଼ ଦୀପକ କୁମାର ମିଶ୍ର, ଥାନାଧିକାରୀ ଜୀବନାନନ୍ଦ ଜେନା ଙ୍କ ବ୍ୟତୀତ ଅନ୍ୟ ଥାନା କର୍ମଚାରୀମାନେ ଉପସ୍ଥିତ ରହିଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!