ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଲୋହାରାଖଣ୍ଡି ନଦୀରୁ ମୃତଦେହ ଉଦ୍ଧାର

ରିପୋର୍ଟ -ମାଗୁଣୀ ମିଶ୍ର 

ଭଞ୍ଜନଗର -୨୪/୪ : ଭଞ୍ଜନଗର ଥାନା ଲୋହରାଖଣ୍ଡି ନଦୀରୁ ଶୁକ୍ରବାର ଏକ ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଖାଲାସାହିର କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୫୦) ବୋଲି ଜଣାପଡିଛି। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।ସୂଚନାନୁସାରେ, କୃଷ୍ଣ ଚନ୍ଦ୍ର ଗତକାଲି ସନ୍ଧ୍ୟାରେ ନିକଟସ୍ଥ ନଦୀକୁ ଶୌଚ ହେବା ପାଇଁ ଯାଇଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ଫେରିନଥିଲେ। ପରିବାର ଲୋକ ବହୁ ଖୋଜା ଖୋଜି ପରେ ମଧ୍ୟ ତାଙ୍କର ସନ୍ଧାନ ମିଳିନଥିଲା। ଶୁକ୍ରବାର ସକାଳୁ ମାଲସାହି ନିକଟ ଲୋହରାଖଣ୍ଡି ନଦୀରେ ତାଙ୍କ ମୃତଦେହ ଭାସୁଥିବା ଲୋକେ ଦେଖିଥିଲେ। ପରେ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି କୃଷ୍ଣଚନ୍ଦ୍ର ଙ୍କ ମୃତଦେହ ଉଦ୍ଧାର କରିଥିଲେ। ପରେ ପୁଲିସ ମୃତଦେହ ଜବତ କରି କେସ ନଂ ୮/୨୬ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇ ପରିବାର ବର୍ଗକୁ ହସ୍ତାନ୍ତର କରିଛି ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!