ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଭଞ୍ଜନଗରରେ ବିଜେପିର ବିଜୟ ଉତ୍ସବ

ରିପୋର୍ଟ -ମାଗୁଣୀ ମିଶ୍ର

 

ଭଞ୍ଜନଗର- : ସାରା ଦେଶବାସୀଙ୍କ ନଜର ଥିଲା ମେ ୪ତାରିଖ ନିର୍ବାଚନ ଫଳାଫଳ ଉପରେ।ଆଜି ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ଫଳାଫଳ ପ୍ରାୟ ଆସିଯାଇଛି। ସେଥି ମଧ୍ୟରେ ପଶ୍ଚିମବଙ୍ଗକୁ ବିଜେପି ଅକ୍ତିଆର କରିବା ପାଇଁ ସ୍ୱତନ୍ତ୍ର ରଣକୌଶଳ ପ୍ରସ୍ତୁତ କରିଥିଲା।ଦୀର୍ଘ ବର୍ଷ ଧରି ସେଠାରେ ତୃଣମୂଳ କଂଗ୍ରେସ ସରକାର ରହିଥିଲା। ଆଉ ଏଥର ପ୍ରଥମ ଥର ବିଜେପି ସଫଳ ହୋଇ କ୍ଷମତା ଦଖଲ କରିବାକୁ ଯାଉଛି। ସଂଖ୍ୟା ଗରିଷ୍ଠତା ଠାରୁ ବହୁ ଆଗରେ ବିଜେପି ବର୍ତ୍ତମାନ ଅଛି। ଆସାମ ଓ ପୁଡୁଚେରୀରେ ମଧ୍ୟ ଭାଜପା ସରକାର ଗଢ଼ିବାକୁ ଯାଉଛି।ଏହି ଖୁସିରେ ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀ ବିଜେପି ପକ୍ଷରୁ ସୋମବାର ଥାନା ଛକରେ ବିଜୟ ଉତ୍ସବ ପାଳନ କରାଯାଇଥିଲା।ଏହି ସମୟରେ ସେଠାରେ ଜୟ ଶ୍ରୀରାମ ନାରା ଓ ବାଣରେ ସମ୍ପୃକ୍ତ ଅଞ୍ଚଳ ପ୍ରକମ୍ପିତ ହୋଇପଡ଼ିଥିଲା।

ଭାଜପା ନେତା ଓ କର୍ମୀ ପରସ୍ପରକୁ ମିଠା ଓ ଝାଲ ମୁଢ଼ି ଖୁଆଇ ବିଜୟ ଉତ୍ସବ ପାଳନ କରିଥିଲେ। ଏହି ସମୟରେ ଭାଜପା ନେତା ବିଷ୍ଠୁ ପ୍ରସାଦ ପ୍ରଧାନ, ଏମପି ପ୍ରତିନିଧି ସନ୍ତୋଷ ତିଆଡି, ଲକ୍ଷ୍ମୀ ନାରାୟଣ ପଣ୍ଡା, ସମୀର ନାୟକ,ସୁଧୀର ରଞ୍ଜନ ବେହେରା, ସୁବାଷ ବରାଡ,ବୁବୁନି ମହାନ୍ତି, ଧୋବା ଗୌଡ଼ଙ୍କ ସମେତ ବହୁ କର୍ମୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!