ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଗପୁର ଠାରେ ରକ୍ତଦାନ ଶିବିରକୁ ଉଦଘାଟନ କଲେ ସାଂସଦ

ରିପୋର୍ଟ -ବିଜୟ କୁମାର ନାୟକ

 

ବେଗୁନିଆପଡା-ବେଗୁନିଆପଡା ବ୍ଲକ ଅନ୍ତର୍ଗତ ରାଗପୁର ଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ରାଗପୁର ସ୍ଥିତ କୋଠଘରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆସ୍କା ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଦ୍ବୀପ ପ୍ରଜ୍ଜଳନ କରି ଉଦଘାଟନ କରିଥିବା ବେଳେ ରକ୍ତଦାନ ଭଳି କାର୍ଯ୍ୟକ୍ରମକୁ ନେଇ ଆୟୋଜକଙ୍କୁ ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ଖଲ୍ଲିକୋଟ ସାଂସଦ ପ୍ରତିନିଧି ଯଜ୍ଞ ନାରାୟଣ ଦାଶ , ବ୍ଲକ ଅଧକ୍ଷା ପ୍ରତିନିଧି ଦୁର୍ଯ୍ୟୋଧନ ଗୌଡ଼, ବରିଷ୍ଠ ନେତା ଅନିଲ ପଣ୍ଡା,ବରିଷ୍ଠ ଯୁବନେତା ସୀତାରାମ ପାଣିଗ୍ରାହୀ,ଖଲ୍ଲିକୋଟ ଏନଏସି ସାଂସଦ ପ୍ରତିନିଧି ଶଙ୍କର ନାହାକ, ଯୁବନେତା ଅଜିତ ପଣ୍ଡା,ବିଭୁତି ପାଣ୍ଡୀ, ସଂଜୀବ ସାହୁ, ପ୍ରମୁଖ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ବସନ୍ତ ଗୌଡ଼,କ୍ରିଷ୍ଣା ଦୋରା,ମୂଳିଆ ଜେନା ଗୋପୀନାଥ ଦୋରା ପ୍ରମୁଖ ସଂଯୋଜନା କରି ଥିଲେ । ଏହି ଶିବିରରେ ମୋଟ ୩୨ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!