ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବାଉଁଶକୁମ୍ଭ ତଳେ ଚାପି ହୋଇ ଶାଶୁ ବୋହୁ ମୃତ

ରିପୋର୍ଟ -ମାଗୁଣୀ ମିଶ୍ର 

ଭଞ୍ଜନଗର -୮/୫-: ଭଞ୍ଜନଗର ଥାନା ମୁଦୁଲୀପଲ୍ଲୀ ଗ୍ରାମ ନିକଟରେ ଆଜି ଏକ ଅଘଟଣ ଘଟିଯାଇଛି। ଆଉ ଆଜି ଅପରାହ୍ନ ସମୟରେ ଅଚାନକ କାଳବୈଶାଖୀ ର ପ୍ରଭାବରେ ବେଲଗୁଣ୍ଠା ଭଞ୍ଜନଗର ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା।ଏହି ସମୟରେ ଦୁଇଜଣ ମହିଳା ଅର୍ଥାତ ଶାଶୁବୋହୁ ଏକ ବାଉଁଶ ଗଛ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବାଉଁଶ କୁମ୍ଭ (ଗଛ ସମୂହ ) ପବନରେ ଉପୁଡିଯିବା କାରଣରୁ ଶାଶୁବୋହୂର ମୃତ୍ୟୁ ହୋଇଥିଲା। ମୃତ ଦୁଇଜଣ ମୁଦୁଲୀପଲ୍ଲୀ ଗ୍ରାମର ହୋଇଥିବା ବେଳେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ ଦୁଇଜଣ ହେଲେ ଶାଶୁ ଶୈଳ ବିଷୋୟୀ ଓ ବୋହୁ ସନ୍ତୋଷିନୀ ବିଷୋୟୀ ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!