ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ସଡ଼କ ଦୁର୍ଘଟଣା ରେ ମୃତ ଓ ଆହତ ବ୍ୟକ୍ତି ଙ୍କ ପରିବାର ଙ୍କୁ ଚେକ୍ ପ୍ରଦାନ କଲେ ବିଧାୟକ

ବ୍ରହ୍ମପୁର-୦୮/୦୫-ଗତ କିଛି ଦିନ ତଳେ ବ୍ରହ୍ମପୁରର ବିଭିନ୍ନ ୱାର୍ଡ ର ଯାତ୍ରୀ ହରିଶଙ୍କର ଦର୍ଶନ କରିବାକୁ ଯାଉଥିବା ବେଳେ ନୟାଗଡ ଜିଲ୍ଲା ରେ ସଡ଼କ ଦୁର୍ଘଟଣାରେ ମୃତ ଓ ଆହତ ହୋଇଥିଲେ । ଏହି ଦୁଃଖଦ ଖବର ଶୁଣିବା ପରେ ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର ସେମାନଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ ଓ ମୁଖ୍ୟମନ୍ତ୍ରୀ ସହାୟତା ଯୋଜନାରେ ମୃତ ଓ ଆହତ ବ୍ୟକ୍ତିଙ୍କୁ ଆର୍ଥିକ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜଣାଇଥିଲେ ଆଜି ମୁଖ୍ୟମନ୍ତ୍ରୀ ସହାୟତା ଯୋଜନାରେ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାର ଙ୍କୁ ୪ ଲକ୍ଷ୍ୟ ଟଙ୍କାର ଚେକ୍ ଓ ଦୁର୍ଘଟଣାରେ ଚିକିତ୍ସା ହେଉଥିବା ବ୍ୟକ୍ତିଙ୍କ ପ୍ରତ୍ୟେକ ପରିବାରଙ୍କୁ ୧.୨୫ ଲକ୍ଷ୍ ଟଙ୍କାର ଚେକ୍ ପ୍ରଦାନ କରିଥିଲେ ବ୍ରହ୍ମପୁର ବିଧାୟକ କେ ଅନିଲ କୁମାର।

ସେଠାରେ ବିଧାୟକଙ୍କ ପ୍ରତିନିଧି ଅଶୋକ ଶୁକ୍ଳ,ସ୍ଥାନୀୟ ତହସିଲଦାର,ପ୍ରଶାସନ ଅଧିକରୀ ଗଣ ଉପସ୍ଥିତ ଥିଲେ । ଏହି ଅବସରରେ ଆର୍ଥିକ ସହାୟତା ପାଇଥିବା ବ୍ୟକ୍ତି ଙ୍କ ପରିବାର ଓଡିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବ୍ରହ୍ମପୁର ବିଧାୟକ କୃତଜ୍ଞତା ଜଣାଇଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!