ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ମହୁଡା ସରକାରୀ ଭୈରବୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ରେଡ୍ କ୍ରସ ଦିବସ ପାଳିତ 

ବ୍ରହ୍ମପୁର-ବ୍ରହ୍ମପୁର ଉପକଣ୍ଠ ମହୁଡା ସ୍ଥିତ ସରକାରୀ ଭୈରବୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଧନୁ ସେଠୀଙ୍କ ପୌରୋହିତ୍ୟରେ ବିଶ୍ୱ ରେଡ୍ କ୍ରସ ଦିବସ ପାଳିତ ହୋଇଯାଇଛି । ଜୁନିୟର ରେଡ୍ କ୍ରସ୍ ପରାମର୍ଶ ଦାତା ଆଶିଷ କୁମାର ପାଢ଼ୀ ଓ ପ୍ରଧାନ ଶିକ୍ଷକ ଧନୁ ସେଠୀ ଜନ୍ ହେନେରୀ ଡୁନାଣ୍ଟଙ୍କ ଜୀବନୀ ସହିତ ବିଦ୍ୟାଳୟ ପରିସରରେ ରେଡ୍ କ୍ରସର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ଦଶମ ଶ୍ରେଣୀ ପିଲାଙ୍କୁ ପରୀକ୍ଷାରେ ସଫଳତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା । ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ରେଡ୍ କ୍ରସ ଦିବସର ମହତ୍ତ୍ୱ ବିଷୟରେ ପିଲାଙ୍କୁ ବୁଝାଇଥିଲେ । ଏହାକୁ ବରିଷ୍ଠ ଶିକ୍ଷକ ସୁଦର୍ଶନ ମଣ୍ଡଳ , କ୍ରୀଡା ଶିକ୍ଷକ ନିଶିଥ କୁମାର ପ୍ରଧାନ , ଅନ୍ୟ ଶିକ୍ଷୟିତ୍ରୀ ମନସ୍ବିନୀ ଦାସ ,ବିଷ୍ଣୁ ପ୍ରିୟା ସାହୁ,ସୁନନ୍ଦା ମଧୁ ସ୍ମିତା କ଼଼ହର ,ମିନତୀ ନାୟକ ବିଜୟଲଖ୍ମୀ ପ୍ରଧାନ ପ୍ରଭୃତି ଯୋଗ ଦେଇ ସାଫଲ୍ୟ ମଣ୍ଡିତ କରିଥିଲେ ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!