ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

୩୩% ମହିଳା ସଂରକ୍ଷଣ ଆଇନ ଲାଗୁକରିବା ଦାବିରେ ମଶାଲ ଶୋଭାଯାତ୍ରା

ରିପୋର୍ଟ-ମାଗୁଣୀ ମିଶ୍ର 

 

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହର ଉପଖଣ୍ଡରେ ୩୩% ମହିଳା ସଂରକ୍ଷଣ ଆଇନ କୁ ନେଇ ମଶାଲ ଶୋଭାଯାତ୍ରା ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଠାରୁ ବାହାରି ସହର ପରିକ୍ରମା କରଯାଇଥିଲା। ଏହି କାର୍ଯ୍ୟକ୍ରମ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ତଥା ସଭାପତି ଶ୍ରୀଯୁକ୍ତ ଭକ୍ତଚରଣ ଦାସ ଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ( ପଶ୍ଚିମ) ଗଞ୍ଜାମ ତରଫରୁ ସଭାପତି ଶ୍ରୀଯୁକ୍ତ ଦଣ୍ଡପାଣି ପାତ୍ର, ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ବବି ଅନନ୍ତନାଗ ରଥଙ୍କ ନେତୃତ୍ୱରେ ଜିଲ୍ଲା ମହିଳା ସଭାନେତ୍ରୀଙ୍କ ସହ ସମସ୍ତ ଜିଲ୍ଲା କମିଟିଙ୍କ ସହ ସକ୍ରିୟ କର୍ମକର୍ତ୍ତା ଙ୍କ ଗହଣରେ ଏକ ବିରାଟ ମଶାଲ ଶୋଭାଯାତ୍ରା କରି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତା ସହିତ ଅନ୍ୟ ରାଜ୍ୟରେ କଂଗେସର ବିଜୟ କୁ ଜିଲ୍ଲା କମିଟି ତରଫରୁ ସ୍ଵାଗତ ସହ ରାଜ୍ୟ ରେ ଆଇନକୁ ସଜାଡ଼ିବାରେ ବର୍ତ୍ତମାନ ସରକାର ବିଶେଷ ଦୃଷ୍ଟି ଦେବାସହ ବଢୁଥିବା ଦରଦାମ ଉପରେ ରୋକ ଲଗାଇବା ପାଇଁ ଅପିଲ କରାଯାଇ ଏକ ସଚେତନତା ଅଭିଯାନକୁ ଆଗକୁ ନିଆଯାଇଥିଲା , ପରିଶେଷରେ ସମସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ କରାଯାଇଥିବାରୁ ସମସ୍ତ ସହଯୋଗୀ ଙ୍କୁ ଜିଲ୍ଲା କଂଗେସ ତରଫରୁ ଧନ୍ୟବାଦ୍ ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!