ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

୫ କୋଟି ଟଙ୍କାରେ ଟାଉନ୍ ହଲ୍ ନିର୍ମାଣ ପାଇଁ ମୃତ୍ତିକା ପରୀକ୍ଷଣ

ରିପୋର୍ଟ -କୁମୁଦ ଚନ୍ଦ୍ର ବେହେରା, ବୁଗୁଡ଼ା 

ବୁଗୁଡା:ବୁଗୁଡ଼ାରେ ପାଞ୍ଚ କୋଟି ଟଙ୍କା ବ୍ୟୟ ଅଟକଳରେ ଏକ ଟାଉନ୍ ହଲ୍ ନିର୍ମାଣ ନିମନ୍ତେ ଏନ୍ଏସି ଅନ୍ତର୍ଗତ କାଞ୍ଜିଆପଲ୍ଲୀ ପାର୍କ ରାସ୍ତା ଏବଂ ମୋଟାବାଡି ରାସ୍ତା କଡରେ ତହସିଲଦାରଙ୍କ ଦ୍ବାରା ୩୭୦ ଡେସିମିଲ ସରକାରୀ ଜାଗା ଚିହ୍ନଟ ପରେ ଆଜି ସେହି ସ୍ଥାନର ମୃତ୍ତିକା ପରୀକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ, ମୃତ୍ତିକା ପରୀକ୍ଷଣ ସଂସ୍ଥା ପକ୍ଷରୁ ମନୋଜ କୁମାର ପଟ୍ଟନାୟକ,ଡିଜାଇନ୍ ଏଜେନ୍ସି ପକ୍ଷରୁ ଆର୍କଟିକର ସାଇରାମ ଗୌଡ,କାର୍ଯ୍ୟନିର୍ବାହୀ ଅଧିକାରୀ ବିଭୁତି ଭୂଷଣ ବେହେରା,ଏମଇ ରାଜୀବ କୁମାର ପ୍ରଧାନ, ଜେଇ ଚିତ୍ରସେନ ରେଡି ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!