ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

କେନ୍ଦ୍ରରେ ବିଜେପିର ବାର ବର୍ଷ ପୂର୍ତ୍ତି: ଖଇରପୁଟି ହନୁମାନ ମନ୍ଦିରରେ ବିଧାୟକ ନୀଳମଣିଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା

ବେଲଗୁଣ୍ଠା:ଆଜି ସୋରଡ଼ା ବିଧାନସଭା କ୍ଷେତ୍ରର ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଗାଙ୍ଗପୁର ମଣ୍ଡଳ ପକ୍ଷରୁ ଖଇରପୁଟି ଠାରେ ଥିବା ହନୁମାନ ମନ୍ଦିରରେ କେନ୍ଦ୍ରରେ ବିଜେପି ସରକାରର ୧୨ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯିବା ସହିତ ଦେଶର ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୀର୍ଘାୟୁ କାମନା କରି ଦୀପ ପ୍ରଜ୍ବଳନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗଦେଇ ଦେଶର ଉନ୍ନତି,ସମୃଦ୍ଧି ଓ ଜନକଲ୍ୟାଣ ପାଇଁ ପ୍ରଭୁଙ୍କ ପାଖରେ ଗୁହାରୀ ଜଣାଇଥିଲେ | ଆଜି ସକାଳ ଛଅ ଘଣ୍ଟା ତିରିଶି ମିନିଟ୍ ସମୟରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ହନୁମାନ ମନ୍ଦିରରେ ପହଞ୍ଚିବା ପରେ ଖଇରପୁଟି ସରପଞ୍ଚ ସତ୍ୟବାନ୍ ସ୍ୱାଇଁ ବିଧାୟକ ଶ୍ରୀ ବିଷୋୟୀଙ୍କୁ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ। ଏହାପରେ ବିଧିବଦ୍ଧ ଭାବେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା।

ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସୋରଡ଼ା ନିର୍ବାଚନ ମଣ୍ଡଳୀ ଯୁବ ସଂଗଠକ ତଥା ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକଙ୍କ ସମେତ ସୋରଡ଼ା ଏବଂ ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ,ଜିଲ୍ଲାପରିଷଦ ସଭ୍ୟ,ମଣ୍ଡଳ ସଭାପତି,କାର୍ଯ୍ୟକର୍ତ୍ତା ଏବଂ ବହୁ ବିଜେପି କର୍ମୀମାନେ ଉପସ୍ଥିତ ଥିଲେ।

 

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!