ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ୟୁନିଅନ୍ ବ୍ୟାଙ୍କ୍ ଶାଖା ପରିଚାଳକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ରିପୋର୍ଟ -ବଂଶୀଧର ସ୍ୱାଇଁ 

ଗାଙ୍ଗପୁର- ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ୟୁନିଅନ୍ ବ୍ୟାଙ୍କ୍ ଶାଖା ପରିଚାଳକ ଅନୁପ ସିଲ୍ ଙ୍କ ଅନ୍ୟ ଶାଖାକୁ ବଦଳି ହୋଇଯାଇଥିବା ଯୋଗୁଁ ତାଙ୍କୁ ବ୍ୟାଙ୍କ୍ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।ବିଦାୟୀ ଶାଖା ପରିଚାଳକ ଶ୍ରୀ ସିଲ୍ ଗତ ଦୁଇ ବର୍ଷ ଧରି ଗୋବରା ଶାଖାରେ ଶାଖା ପରିଚାଳକ ଭାବେ ଦାୟିତ୍ଵ ତୁଲାଇ ଆସୁଥିଲେ।ସେ ଜଣେ କର୍ତ୍ତବ୍ୟନିଷ୍ଠ କର୍ମଚାରୀ ଭାବେ ଗ୍ରାହକ ମାନଙ୍କୁ ବ୍ୟାଙ୍କିଙ୍ଗ ସେବା,ଋଣ ପ୍ରଦାନ,ଗ୍ରାହକ ବୃଦ୍ଧି,ଗ୍ରାହକ ସୁରକ୍ଷା ଆଦି କ୍ଷେତ୍ରରେ ଉତ୍ତମ ସେବା ଯୋଗାଇ ଦେଇ ଅଞ୍ଚଳରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ।

ଏହି ଅବସରରେ ବିଦାୟୀ ଶାଖା ପରିଚାଳକଙ୍କୁ ମାନପତ୍ର, ଉପଢୌକନ ଏବଂ ଉପହାର ଦେଇ ସମ୍ବର୍ଦ୍ଧନା ଦେଇଥିଲେ ।ଏହି ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ବ୍ୟାଙ୍କ୍ ସହ ଶାଖା ପରିଚାଳକ କିଶୋର ଖାନ୍ନା ,କର୍ମଚାରୀ ସଞ୍ଜୀବ,ବିପିନ,ଚନ୍ଦନ, ପ୍ରଶାନ୍ତ,ବଳରାମ ଲେଙ୍କା, ବାବୁନି ଶତପଥୀ,ହରିହର ସାହୁ ପ୍ରମୁଖ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!