ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଗାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ବେଲଗୁଣ୍ଠା-ଆଜି ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଗାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଚଳିତ ବର୍ଷର ପୋଷାକ ବିତରଣ ମେଳା ଆୟୋଜିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାମଚନ୍ଦ୍ର ଗୌଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀଙ୍କ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରିଥିଲେ।

କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର କୁମାର ଡାକୁଆ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଗାଁର ବିଦ୍ୟାଳୟରୁ ଆରମ୍ଭ ହେଉଥିବା ପରିବର୍ତ୍ତନ ହିଁ ଆଗାମୀ ଦିନରେ ଏକ ସଶକ୍ତ ଓ ସମୃଦ୍ଧ ସମାଜର ଭିତ୍ତି ଗଢ଼ିବ। ପ୍ରତ୍ୟେକ ଶିଶୁ ନିଜ ସ୍ୱପ୍ନକୁ ପୂରଣ କରିବାର ସୁଯୋଗ ପାଉ—ଏହି ଲକ୍ଷ୍ୟରେ ଶିକ୍ଷା, ଭିତ୍ତିଭୂମି ଓ ଜନକଲ୍ୟାଣକୁ ପ୍ରାଥମିକତା ଦେଇ ବିକାଶର ଯାତ୍ରା ଅବ୍ୟାହତ ରହିଛି।ଶିକ୍ଷାର ଆଲୋକ ପ୍ରତ୍ୟେକ ଘରେ ପହଞ୍ଚୁ ଏବଂ ପ୍ରତ୍ୟେକ ଶିଶୁର ସ୍ୱପ୍ନ ସାକାର ହେଉ—ଏହା ହିଁ ଆମର ସଂକଳ୍ପ ବୋଲି ଉପସ୍ଥିତ ଅତିଥି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ। ପ୍ରଧାନ ଶିକ୍ଷକ ଶିବରାମ ମହାନ୍ତି ଅତିଥିଙ୍କୁ ସ୍ବାଗତ କରିଥିବା ବେଳେ ଶିକ୍ଷକ ଆକୁଳ ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ସତ୍ୟନାରାୟଣ ପ୍ରଧାନ,ଶିକ୍ଷୟିତ୍ରୀ ଅଳକା କୁମାରୀ ମହାପାତ୍ର,ପିଙ୍କି ଦଳାଇ, ଦୀପା ପ୍ରଧାନ,କ୍ରୀଡା ଶିକ୍ଷକ ପ୍ରକାଶ ଗୌଡ଼ ପ୍ରମୁଖ ସହଯୋଗ କରିଥିଲେ। ବରିଷ୍ଠ ଶିକ୍ଷକ ସନିତ୍ କୁମାର ଜେନା ଧନ୍ୟବାଦ ଜ୍ଞାପନ କରିଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!