ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଜନ ଗଣନା ବେଳେ ଶିକ୍ଷୟିତ୍ରୀ ବିଷାକ୍ତ ଜନ୍ତୁ କାମୁଡାରେ ଗୁରୁତର

ରିପୋର୍ଟ -ବଂଶୀଧର ସ୍ୱାଇଁ 

ଗାଙ୍ଗପୁର-୧୭/୪–ବର୍ତ୍ତମlନ ଜନ ଗଣନା ୨୦୨୭ ପାଇଁ ଗୃହ ଗଣନା ଚାଲିଥିବା ବେଳେ ଆଜି ଗୃହ ଗଣନା ସମୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି Iସୂଚନା ପ୍ରକାରେ ଆଜି ମୁନିଗାଡି ଉଚ୍ଛବେଶ୍ୱର ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷୟିତ୍ରୀ ମଧୁସ୍ମିତା କହଁର ମୁନିଗାଡି ଗ୍ରାମରେ ସନ୍ଧ୍ୟା ୬ ଘଣ୍ଟ ସମୟରେ ଗୃହ ନମ୍ୱର୍ ଲେଖୁଥିବା ବେଳେ ତାଙ୍କୁ ହଠାତ୍ ଏକ ବିଷାକ୍ତ ଜନ୍ତୁ କାମୁଡି ଦେଇଥିଲା I ତାଙ୍କୁ ସଙ୍ଗେ ସଙ୍ଗେ ଗୋବରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା Iପରେ ତାଙ୍କୁ ଭଞ୍ଜନଗର ଉପଖଣ୍ଡ ଚକିତ୍ସାଳୟରେ ଭର୍ତ୍ତି କରାଯାଇଛି Iଖବର ପାଇ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଭଞ୍ଜନଗର ମେଡ଼ିକାଲ କୁ ଯାଇ ମଧୁସ୍ମିତା ଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି I ବର୍ତ୍ତମାନ ମଧୁସ୍ମିତା ଙ୍କ ସ୍ବାସ୍ଥ୍ୟ ଉପରେ ଡାକ୍ତରୀ ଟିମ୍ ତୀକ୍ଷ୍ଣ ନଜର ରଖିଥିବା ବେଳେ ଆବଶ୍ୟକ ସ୍ଥଳେ ତାଙ୍କର ଉନ୍ନତ ମାନର ଚିକିତ୍ସା ପାଇଁ ତାଙ୍କୁ ବ୍ରହ୍ମପୁର କିମ୍ବା କଟକ ପଠାଯିବ ବୋଲି ଉପଜିଲ୍ଲାପାଳ ଶ୍ରୀ ବେହେରା ପ୍ରକାଶ କରିଛନ୍ତି Iପ୍ରକାଶ ଥାଉ କି ଆଜିକାଲି ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ସତ୍ତ୍ୱେ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଜନଗଣନା କାର୍ଯ୍ୟକ୍ରମ ଜାରି ରଖିଥିବା ବେଳେ ପ୍ରଶାସନ ତରଫରୁ ମଧ୍ୟ ଉପଯୋଗୀ ସହଯୋଗ କରିବା ପାଇଁ ଚର୍ଚ୍ଚା ହେଉଛି ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!