ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବାହାଘର ପାଇଁ ନିମନ୍ତ୍ରଣ ଦେବାକୁ ଯିବାସମୟରେ ଦୁର୍ଘଣାର ଶିକାର

ରିପୋର୍ଟ -ମାଗୁଣୀ ମିଶ୍ର 

ଭଞ୍ଜନଗର- ୨୪/୪-,ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବେଲଗୁଣ୍ଠା, ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ନିକଟରେ ଗୁରୁବାର ସକାଳେ ଏକ ବସ୍ ଧକ୍କାରେ ଦୁଇ ଯୁବକ ଆହତ ହୋଇଛନ୍ତି । ଆହତ ଯୁବକ ଦ୍ବୟ ଭଞ୍ଜନଗର ଥାନା ଅନ୍ତର୍ଗତ ମଳlସପଦର ଗ୍ରାମର ପ୍ରଶାନ୍ତ ଗୌଡ଼ ଓ କୃଷ୍ଣଗୌଡ଼ ଆହତ ଯୁବକ ଦୁଇଜଣଙ୍କୁ ସଂପୃକ୍ତ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତିକରି ଥିଲୋ ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। କୃଷ୍ଣ ଭଞ୍ଜନଗର ମେଡ଼ିକାଲରେ ପ୍ରାଥମିକ ଚିକିତ୍ସିତ ହେବାପରେ ଘରକୁ ଫେରିଛନ୍ତି । ଘଟଣାରୁ ପ୍ରକାଶ ଯେ, ପ୍ରଶାନ୍ତଙ୍କ କିଛି ଦିନପରେ ବିବାହ ହେବାର ଥିଲା ତେଣୁ ପ୍ରଶାନ୍ତ ଆଜି ତାଙ୍କ ଗ୍ରାମର କୃଷ୍ଣଙ୍କୁ ଧରି ବାଇକ୍ ଯୋଗେ ବେଲଗୁଣ୍ଠା ଅଭିମୁଖେ ଭୋଜିଗୁଆ ଦେବାକୁ ଯାଉଥିଲେ । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଘରୋଇ ବସ କମସର ନାରାୟଣୀ ବସ୍ ତାଙ୍କୁ ଧକ୍କା ଦେଇଥିବା । ଫଳରେ ସେମାନେ ଆହତ ହୋଇଥିଲେ ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!