ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ମହିଳାଙ୍କୁ ଆକ୍ରମଣ ମାମଲାରେ ଜଣେ ଗିରଫ 

ବେଗୁନିଆପଡା-୨୬/୪-ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ପୋଲିସ ଆକ୍ରମଣ ଅଭିଯୋଗ ମାମଲା ରେ ଜଣଙ୍କୁ ଗିରଫ କରିଛି । ସୂଚନା ପ୍ରକାରେ ଷଣ୍ଢମୂଳ ପଂଚାୟତ ରାହାଡା ଗ୍ରାମର ପ୍ରଭାସିନୀ ବିଷୋୟୀ ନିଜ କାଜୁ ବଗିଚାରେ କାଜୁ ତୋଳୁ ଥିବା ସମୟରେ ଷଣ୍ଢ ମୂଳ ଗ୍ରାମର ଫୁଲ ସ୍ୱାଇଁ ସେଠାରେ ପହଂଚି ଧାରୁଆ ଅସ୍ତ୍ର ରେ ପ୍ରଭାସିନୀ ଙ୍କ ନାକକୁ ଆକ୍ରମଣ କରିବା ସହ ରୁପା ଚେନ କୁ ନେଇଯାଇଥିଲେ । ପ୍ରଭାସିନୀ ଏ ସମ୍ପର୍କ ରେ ବେଗୁନିଆପଡା ଥାନାରେ ଏତଲା ଦେଇଥିଲେ । ପୋଲିସ ୨୧୦/୨୬ ରେ ମାମଲା ରୁଜୁ କରି ଉକ୍ତ ଅସ୍ତ୍ର କୁ ଜବତ କରିବା ସହ ଫୁଲ କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ଭଗବାନ ପୂଜାରୀ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!