ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଭଞ୍ଜନଗର ଠାକୁରାଣୀ ଯାତ୍ରା: ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ

ଭଞ୍ଜନଗର -(ରିପୋର୍ଟ -ମାଗୁଣି ମିଶ୍ର ) : ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦଯାପିତ ହେଵ। ଶନିବାର ସାବିତ୍ରୀ ଅମାବାସ୍ୟା ଥିବାରୁ ଦେବୀଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ମହିଳାମାନେ ସାବିତ୍ରୀ ବ୍ରତ ପାଳନ କରିଥିଲେ। ଫଳରେ ମଣ୍ଡପ ସମ୍ମୁଖରେ ପ୍ରବଳ ଭିଡ଼ ହୋଇଥିଲା। ଅନ୍ୟପଟେ ମାନସିକ ବେଶଧାରୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି। ସେମାନେ ବିଭିନ୍ନ ବେଶରେ ଯାତ୍ରାରେ ବୁଲୁଥିବା ଦେଖିବାକୁ ମିଳିଛି। ସନ୍ଧ୍ୟାରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ରଙ୍ଗମଞ୍ଚରେ ବିଶିଷ୍ଟ କଣ୍ଠଶିଳ୍ପୀ ସଞ୍ଜୁ ମହାନ୍ତି ଏବଂ ତାଙ୍କ ଟିମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଅତିଥି ରୂପେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ବ୍ଲକ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ, ଜଗନ୍ନାଥପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନୀଳାଞ୍ଚଳ ଖିଲାର, ମୁଦୁଲିପଲ୍ଲୀ ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ସ୍ୱାଇଁ, ଜିଲୁଣ୍ଡି ସମିତିସଭ୍ୟ ରଣଜିତ ପ୍ରଧାନ, କୋଷାଧକ୍ଷ ଡି. ମହେଶ୍ୱର ପାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମରେ ଅତିଥି ଭାବେ ଉପସ୍ଥିତ ଥିଲେ। ସୁଶାନ୍ତ ବେହେରା ସଂଯୋଜନା କରିଥିଲେ। ସହ ସଂପାଦକ ସୁବାସ ବରାଡ଼ ଧନ୍ୟବାଦ ଦେଇଥିଲେ। ପୌରାଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଯାତ୍ରା କମିଟି କାର୍ଯ୍ୟକାରୀ ସଭାପତି ବିଷ୍ଣୁ ପ୍ରସାଦ ପ୍ରଧାନ, ସମ୍ପାଦକ ସୁଧୀର ରଞ୍ଜନ ବେହେରା, ନିର୍ବାହୀ ଅଧିକାରୀ ମୁରଲୀକୃଷ୍ଣ ପଣ୍ଡା ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!