ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବଡ଼ବୋର୍ସିଂ ପଞ୍ଚାୟତରେ ବ୍ଳକ୍ ସ୍ତରୀୟ ଜନ ଶୁଣାଣି

ବେଲଗୁଣ୍ଠା-ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ବଡ଼ବୋର୍ସିଂ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଆଜି ବ୍ଳକ୍ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଙ୍ଗିପୁରମ୍ ହରି, ତହସିଲଦାର କଳାକୃଷ୍ଣ ପ୍ରଧାନ, ପଞ୍ଚାୟତ ସମିତି ଅଧ୍ୟକ୍ଷା ମମତା ଭୋଳ,ବଡ଼ବୋର୍ସିଂ ସରପଞ୍ଚ ଏସ ରାମେଶ୍ବର ପାତ୍ର,ସିଡ଼ିପିଓ ନଳିନୀ ମହାରଣା,ଅତିରିକ୍ତ କୃଷି ଅଧିକାରୀ ଶୈଳସୂତା ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଜନ ସାଧାରଣ ଙ୍କ ଅଭିଯୋଗ ଶୁଣିଥିଲେ । ଏଥିରେ ମୁଖ୍ୟତଃ ୩୨ ଜଣ ଅଭିଯୋଗ କରିଥିବା ବେଳେ ସେଥିରୁ ଭତ୍ତା ଏବଂ ରାସନ୍ କାର୍ଡ ସମ୍ବନ୍ଧୀୟ ଅଭିଯୋଗ ସଂଖ୍ୟା ଅଧିକ ଥିଲା। ଏହି ଅଭିଯୋଗ ଗୁଡିକୁ ପର୍ଯ୍ୟାୟ କ୍ରମେ ସମାଧାନ କରାଯିବ ବୋଲି ବିଡ଼ିଓ ଏବଂ ତହସିଲଦାର ପ୍ରକାଶ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗାଙ୍ଗପୁର ପୋଲିସ୍ ବାହିନୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!