ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ବିଶ୍ଵ ପରିବେଶ ଦିବସ ପାଳିତ

ବେଲଗୁଣ୍ଠା- ବିଶ୍ୱ ପରିବେଶ ଦିବସ ଅବସରରେ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସୁତୁମୁସର ରୋଡ୍ ପାର୍ଶ୍ୱରେ ଥିବା ଆଦର୍ଶ ଶ୍ମଶାନ ପରିସରରେ ଏକ ବୃକ୍ଷରୋପଣ କରାଯାଇଛି ।

ଉକ୍ତ କାର୍ଯ୍ୟକ୍ରମରେ ପରିଷଦର ନଗରପାଳ ଫିରୋଜ୍ କୁମାର ସେଠୀଙ୍କ ସମେତ କାଉନସିଲର ଦିବ୍ୟ ରଞ୍ଜନ ଦାଶ,ପ୍ରଦୀପ କୁମାର ସେଠୀ,ବିଶ୍ଵନାଥ ଦଳାଇ,ପାରିଷଦ ପ୍ରତିନିଧି ସନ୍ତୋଷ ସ୍ୱାଇଁ,ସୋମନାଥ ବେହେରା,ରଞ୍ଜିତ କୁମାର ସାମଲ, ଯୁବ ସାମ୍ବାଦିକ ଶିବରାମ ଚୌଧୁରୀଙ୍କ ସମେତ ପରିଷଦର ସମସ୍ତ କର୍ମଚାରୀ,ସ୍ୱଚ୍ଛ ସାଥୀ, ସୁପର୍ଭାଇଜର୍,ସ୍ଵୟଂସହାୟକ ଗୋଷ୍ଠୀ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ।

ସରକାରଙ୍କ ପକ୍ଷରୁ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଚଳିତ ବର୍ଷ ୧୫୦୦ ଚାରା ରୋପଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଆଗାମୀ ଦିନରେ ପର୍ଯ୍ୟାୟକ୍ରମେ ତହସିଲ କାର୍ଯ୍ୟାଳୟ,ସରକାରୀ ନୋଡାଲ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟ,ପ୍ରାଣୀ ଚିକିତ୍ସା କେନ୍ଦ୍ର ଏବଂ ବିଭିନ୍ନ ଶିକ୍ଷା ଅନୁଷ୍ଠାନ ପରିସରରେ ବୃକ୍ଷ ରୋପଣ କରାଯିବାର ଯୋଜନା ରହିଛି। କାର୍ଯ୍ୟକ୍ରମକୁ ନୋଡାଲ ଅଧିକାରୀ ପ୍ରଫୁଲ୍ଲ କୁମାର ଷଡଙ୍ଗୀ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!