ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବେଆଇନ ଭାବେ ବାଲି ଚାଲାଣ, ଦୁଇ ହାଇୱା ଜବତ କଲା ଗାଙ୍ଗପୁର ପୋଲିସ

ବେଲଗୁଣ୍ଠା: ବେଆଇନ ଭାବେ ବାଲି ଚୋରାଚାଲାଣ କରୁଥିବା ଦୁଇ ହାଇୱା ଗାଡିକୁ ଜବତ କରିଛି ଗାଙ୍ଗପୁର ପୋଲିସ l

ଖବରରୁ ଜଣାପଡିଛି ଗାଙ୍ଗପୁର ଥାନା ଅନ୍ତର୍ଗତ ମୁନିଗାଡ଼ି ନିକଟରେ ଗାଙ୍ଗପୁର ଥାନା ଅତିରିକ୍ତ ଥାନା ଅଧିକାରୀ ସାରଲତା ପ୍ରଧାନ ପୋଲିସ ଟିମ ସହ ଆଜି ବ୍ଲକିଙ୍ଗ ଚେକିଂ କରୁଥିବା ବେଳେ ଭଞ୍ଜନଗର ପଟୁ ଆସିକା ଅଭିମୁଖେ ଯାଉଥିବା ଦୁଇଟି ବାଲି ବୋଝେଇ ହାଇବା ଯାହାର ନଂବର ଓଡି -୩୨କେ ୬୮୯୫ ଓ ଓଡି -୩୨କେ ୪୬୪୭ ଦୁଇଟିକୁ ଯାଞ୍ଚ କରିବାରୁ ବାଲି ବେଆଇନ ଭାବେ ନିଆଯାଉଥିବା ଜଣାପଡିଥିଲା lଏନେଇ ଗାଙ୍ଗପୁର ଥାନାରେ ୮୪/୨୬ ରେ ଏକ ମାମଲା ୠଜୁକରି ଦୁଇଟି ବାଲି ବୋଝେଇ ହାଇୱା କୁ ଜବତ କରିବା ସହ ଗାଡି ଦୁଇଟିର ଡ୍ରାଇବର ମାନଙ୍କୁ ନୋଟିସ ଦେଇ ପୋଲିସ ଛାଡିଥିବା ଏସ ଆଇ ତଥା ତଦନ୍ତକାରୀ ଅଧିକାରୀ ବିନାୟକ ବିଧାର ପ୍ରକାଶ କରିଛନ୍ତି l

 

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!