ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ନାରୀ ସଶକ୍ତିକରଣ କାର୍ଯ୍ୟକ୍ରମ

ବେଲଗୁଣ୍ଠା: ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅନୁଷ୍ଠାନ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶକ୍ତିଶ୍ରୀ ନାରୀ ସଶକ୍ତିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷା ମମତା ଭୋଳ ଯୋଗ ଦେଇ ନିଜର ସୁଚିନ୍ତିତ ମତାମତ ଦେଇ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

ଶକ୍ତିଶ୍ରୀ ସଂଯୋଜିକା ପିଙ୍କି ପାତ୍ରଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଇତିହାସ ବିଭାଗୀୟ ମୁଖ୍ୟ ଅଶୋକ କୁମାର ସ୍ବାଇଁ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଅଧ୍ୟାପକ ଡ଼ ପ୍ରଫୁଲ୍ଲ କୁମାର ଜେନା,ସପନ କୁମାର ପ୍ରଧାନ,ଲକ୍ଷ୍ମୀ ଗୌଡ଼ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ଶକ୍ତିଶ୍ରୀ ସାଥୀ ଭାବେ ଅଞ୍ଜଳି ତ୍ରିପାଠୀ,ମନିଷା ସାହୁ,ବନିତା ଗୌଡ଼, ଅଭିଲିପ୍ସା ଦାସ ଏବଂ ଜ୍ୟୋତି ବିଷୋୟୀ ମନୋନୀତ ହୋଇଥିଲେ। ଅଧ୍ୟାପିକା ପିଙ୍କି ପାତ୍ର ଧନ୍ୟବାଦ ଜ୍ଞାପନ କରିଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!