ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଜ୍ୟ ବାହାରକୁ ଗା-ଚାଲାଣ ବେଳେ ମାଡ଼ି ବସିଲା ଭଞ୍ଜନଗର ପୋଲିସ,୪ ଜଣ ଗିରଫ

ରିପୋର୍ଟ -ମାଗୁଣୀ ମିଶ୍ର, ଭଞ୍ଜନଗର 

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ ‘ଚାଲାଣ ଦିନକୁ ଦିନ ବଢୁଛି। ବୁଧବାର ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ଅଞ୍ଚଳରୁ ବୁଗୁଡ଼ା ଥାନା ଘୋଳପୁର ଅଞ୍ଚଳର କିଛି ବେପାରୀ କେରଳ ଗୋ ‘ଚାଲାଣ କରୁଥିଲେ। ଭଞ୍ଜନଗର ଥାନାର କର୍ମଚାରୀମାନେ ସେହି ରାସ୍ତାରେ ପେଟ୍ରୋଲିଂ କରୁଥିବା ଏଏସଆଇ ଶରତ ଚନ୍ଦ୍ର ପଣ୍ଡା ଏତେ ଗୋରୁ ଦେଖି ସନ୍ଦେହରେ ଅଭିଯୁକ୍ତମାନଙ୍କୁ ପଚାରିଥିଲେ।ଏହାପରେ ଉକ୍ତ ଗୋରୁ ସବୁ କେରଳ ଚାଲାଣ ହେଉଥିଲା ବୋଲି ଅଭିଯୁକ୍ତମାନେ ପୋଲିସ ସମ୍ମୁଖରେ ବୟାନ ଦେଇଥିଲେ। ଏହାପରେ ଥାନାଧିକାରୀ ଜୀବନାନନ୍ଦ ଜେନାଙ୍କ ପରାମର୍ଶ କ୍ରମେ ଏନେଇ ଏକ ମାମଲା ରୁଜୁ ହେବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।ଗିରଫ ୪ ଜଣ ହେଲେ ଲକ୍ଷ୍ମଣ ଗୌଡ଼,ପ୍ରକାଶ ନାୟକ, ବୁଦ୍ଧଦେବ ପ୍ରଧାନ ଓ ଗଣେଶ ନାଇକ। ସେମାନଙ୍କ ଘର ବାଇବାଲି ଘୋଳପୁର। ଏଥିସହ ୧୦୦ ରୁ ଉର୍ଦ୍ଧ ଗୋରୁ ଉଦ୍ଧାର କରି ଗୋ ‘ଶାଳାରେ ରଖିବା ବ୍ୟବସ୍ଥା କରାଯାଇଛି ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!