ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

୩୫ କେଜି ଗଞ୍ଜେଇ ଜବତ; ଦୁଇ ଗିରଫ

ରିପୋର୍ଟ -ମାଗୁଣି ମିଶ୍ର, ଭଞ୍ଜନଗର

ଭଞ୍ଜନଗର:୩୫ କେଜି ଗଞ୍ଜେଇ ସହ ଦୁଇ ଜଣ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି ଭଞ୍ଜନଗର ପୋଲିସ। ଗିରଫ ଦୁଇଜଣ ଯୁବକ ହେଲେ କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ବେରେଡାକିଆ ଗାଁର ପ୍ରଭାକର ଦିଗାଲ ଓ ଜି. ଉଦୟଗିରି ଥାନା ଦାଦାପଡା ଗାଁର ଜୁନେସ ଦିଗାଲ। ଭଞ୍ଜନଗର ଥାନାଧିକାରୀ ଜୀବନାନନ୍ଦ ଜେନାଙ୍କ ସୂଚନା ପ୍ରକାରେ ଏହି ଥାନା ଅନ୍ତର୍ଗତ ଦଦରଲୁଣ୍ଡା ବସ୍‌ ଷ୍ଟପ୍ ଠାରେ ୨ ତାରିଖ ସନ୍ଧ୍ୟାରେ ସନ୍ଦେହଜନକ ଅବସ୍ଥାରେ ଟ୍ରଲି ବ୍ୟାଗ ସହ ଦୁଇଜଣ ଯୁବକ ବସକୁ ଅପେକ୍ଷା କରିଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ ଏସଆଇ ସମୀର କୁମାର ସେଠୀ ଅନ୍ୟ ଷ୍ଟାପଙ୍କ ସହ ସେଠାରେ ପହଞ୍ଚି ଦୁଇ ସନ୍ଦିଗ୍ଧ କୁ ମାଡ଼ିବସିଥିଲେ।ଆଉ ପଚରାଉଚରା ପରେ ଏଥିରେ ଗଞ୍ଜେଇ ଥିବା ଜଣାପଡିଥିଲା। ପରେ ଏନେଇ ଥାନାକୁ ସୂଚନା ଦିଆଯାଇଥିଲା। ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଟ୍ରଲି ବ୍ୟାଗ ଚେକ କରିଲାବେଳେ ଏଥିରେ ଗଞ୍ଜେଇ ଥିବା ଜଣାପଡିଥିଲା। ଯାହାର ଓଜନ ୩୫ କେଜି ୮୦୦ ଶହ ଗ୍ରାମ ଥିଲା। ପରେ ପୋଲିସ ଭଞ୍ଜନଗର ଥାନା କେସ ନଂ -୭୩୬/୨୬ ରେ ଏକ ମାମଲା ରୁଜୁ କରି ଏନଡିପିଏସ ଆଇନ ବଳରେ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!