ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବୁଦା ମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ରିପୋର୍ଟ – ମାଗୁଣୀ ମିଶ୍ର, ଭଞ୍ଜନଗର 

ଭଞ୍ଜନଗର -ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ଗ୍ରାମ ନିକଟସ୍ଥ ପେଟ୍ରୋଲ ପମ୍ପ ନିକଟ ବିଲ/ବୁଦା ମୂଳରେ ଜଣେ କୋମଳମତି ନବଜାତ ଶିଶୁପୁତ୍ରକୁ କେହି ଅସହାୟ ଭାବେ ଛାଡ଼ି ଦେଇଥିବା ବେଳେ ଗାଈ ଚରାଉଥିବା ରାଇସର ଗୌଡ଼ ଶିଶୁଟିର କାନ୍ଦ ଶୁଣି ତୁରନ୍ତ ଧାନରୁଆ କାମ କରୁଥିବା ଲକ୍ଷ୍ମୀ ସେଠୀଙ୍କୁ ଖବର ଦେଇଥିଲେ। ପରେ ପୁଲିସ ଓ ଆଶାକର୍ମୀ ସାରଳା ନାୟକଙ୍କ ସହଯୋଗରେ ଶିଶୁଟିକୁ ପ୍ରାଥମିକ ଚିକିତ୍ସା ପରେ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଏସଏନସିୟୁରେ ଭର୍ତ୍ତି କରାଯାଇଛି, ଯେଉଁଠାରେ ୧୯୦୦ ଗ୍ରାମ୍ ଓଜନ ବିଶିଷ୍ଟ ଏହି ଶିଶୁଟି ବର୍ତ୍ତମାନ ସୁସ୍ଥ ଥିବା ମେଡିକାଲ ତରଫରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!