ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରକ୍ତଦାନ କ୍ଷେତ୍ରରେ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ପୁରସ୍କୃତ

ବେଲଗୁଣ୍ଠା-ଆଂଚଳିକ ସ୍ନାତକ ମହାବିଦ୍ୟାଳୟ ର ଯୁବ ରେଡକ୍ରସ୍ ଶାଖା ୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୯୨ ୟୁନିଟ୍ ରକ୍ତ ସଂଗ୍ରହ କରି ବ୍ଲଡ଼ ପ୍ରଦାନ କରିଥିବାରୁ ଭାରତୀୟ ରେଡ଼କ୍ରସ୍ ସୋସାଇଟ – ଓଡ଼ିଶା ରାଜ୍ୟ ଶାଖା ପକ୍ଷରୁ ପୁରସ୍କୃତ କରାଯାଇଛି।

ସରକାରୀ ବିଜ୍ଞାନ ମହାବିଦ୍ୟାଳୟ, ଛତ୍ରପୁର ଠାରେ ଅନୁଷ୍ଠିତ ଗଂଜାମ ଜିଲ୍ଲା ଯୁବ ରେଡକ୍ରସ୍ କାର୍ଯ୍ୟ କାରିଣୀ ବୈଠକ ରେ ଭାରତୀୟ ଯୁବ ରେଡକ୍ରସ୍ ଓଡିଶା ରାଜ୍ୟ ଶାଖା ସଂଯୋଜକ ଡ ଗୋପାଳ କୃଷ୍ଣ ମିଶ୍ର, ଗଂଜାମ ଜିଲ୍ଲା ଯୁବ ରେଡକ୍ରସ୍ ଚେୟାରମେନ ଡଃ ଅଜୟ ତ୍ରିପାଠୀ, କନଭେନର ସଂପାଦକ ଡଃ ମିଲିମିତା ପାଢ଼ୀ, ଜିଲ୍ଲା ସଂଯୋଜକ ଡଃ ଜଗଦୀଶ ପାଲ, ପ୍ରାକ୍ତନ ଜିଲ୍ଲା ସଂଯୋଜକ ବି ଗୋବିନ୍ଦ ରାଓ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ତରଫରୁ ଅଧ୍ୟକ୍ଷ ଡଃ ଗିରୀଧର ନାୟକ ଏବଂ ଯୁବ ରେଡକ୍ରସ୍ ପରାମର୍ଶ ଦାତା ଡଃ ସଂଜୀବ ଦାସ ଟ୍ରଫି ଗ୍ରହଣ କରିଥିଲେ। ଉକ୍ତ ସଫଳତା ର ଶ୍ରେୟ ସମସ୍ତ କର୍ମଚାରୀ ଙ୍କ ସହଯୋଗ ରୁ ସମ୍ଭବ ବୋଲି ଅଧ୍ୟକ୍ଷ ଡଃ ନାୟକ ମତ ରଖିଥିଲେ।

 

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!