ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନମେଳା

ବେଲଗୁଣ୍ଠା-ବେଲଗୁଣ୍ଠା ସୁତୁମସର ରୋଡ୍ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥିଭାବେ ବେଲଗୁଣ୍ଠା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧକ୍ଷ ପ୍ରଦ୍ୟୁମ୍ନ ସାହୁ ଯୋଗଦେଇ ଥିଲେ।

ସଂକୁଳ ପ୍ରମୁଖ ପ୍ରଶନ୍ନ କୁମାର ପ୍ରଧାନ,ସହଜିଲ୍ଲା ପ୍ରମୁଖ ତ୍ରିନାଥ ଗୌଡ଼,ବିଜ୍ଞାନ ର ମହତ୍ଵ ବିଷୟରେ ଆଲୋକ ପାତ କରିଥିଲେ।ସଂକୁଳ ସଂଯୋଜକ ପୁଣ୍ଣଚନ୍ଦ୍ର ପଣ୍ଡା ଙ୍କ ସଂଯୋଜନା ରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।ଅନୁଷ୍ଠାନର ସଭାପତି ବିଜୟ କୁମାର ସ୍ୱାଇଁ ସମ୍ପାଦକ ପବିତ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

ଏହି ଅଞ୍ଚଳର ୧୭ ଜଣ ବିଜ୍ଞାନ ଶିକ୍ଷକ ନିରୀକ୍ଷକ ରୂପ ଯୋଗ ଦେଇ ନିରୀକ୍ଷଣ କରିଥିଲେ । ସଂକୁଳ ଅନ୍ତର୍ଗତ ୧୧ଟି ବିଦ୍ୟାଳୟରେ ୩୩୫ଜଣ ପ୍ରତିଭାଗୀ ଯୋଗଦେଇଥିଲେ।ପରିଚାଳନା ଦୃଷ୍ଟିରୁ ୧୦ ଜଣ ପ୍ରଧାନ ଆଚାର୍ଯ୍ୟ ଓ ୩୬ ଜଣ ଗୁରୁଜୀ ଗୁରୁମା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସ୍ଥାନୀୟ ବିଦ୍ୟାଳୟ ର ବିଜ୍ଞାନ ଗୁରୁମା ଜୟନ୍ତୀ ସାହୁ ପରିଚାଳନା କରିଥିବା ବେଳେ ,ଗୀତା ଗୁରୁମା ମଞ୍ଚ ପରିଚାଳନା କରିଥିଲେ। ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ବିଷୋୟୀ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ, ଉପଦେଷ୍ଟା ରବୀନ୍ଦ୍ର ନାଥ ରଥ ଅତିଥି ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।

 

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!