ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟରେ ୧୦କୋଟି ନିଶା ମୁକ୍ତ ପ୍ରତିଜ୍ଞା ମହା ଅଭିଯାନ

ବୁଗୁଡ଼ା:-(ଡ.କୁମୁଦ ଚନ୍ଦ୍ର ବେହେରା):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ସ୍ଥିତ ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ରହ୍ମ କୁମାରୀ ଜ୍ଞାନ ବିଜ୍ଞାନ ଭବନ ବୁଗୁଡ଼ାର ମିଳିତ ସହଯୋଗରେ ୧୦ କୋଟି ନିଶା ମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ବିଦ୍ୟାଳୟର ଆଦର୍ଶ ତଥା ନିଷ୍ଠାପର ପ୍ରଧାନ ଶିକ୍ଷୟତ୍ରୀ ସରୋଜିନୀ ହାଁସଦାଙ୍କ ସଭାପତିତ୍ୱରେ ଏକ ଦିବସୀୟ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।

ଏଥିରେ ପ୍ରଜାପିତା ଇଶ୍ବରୀୟ ବିଦ୍ୟାଳୟ ବୁଗୁଡ଼ା ଶାଖାର ପରିଚାଳିକା ବ୍ରହ୍ମା କୁମାରୀ ବିଷ୍ନୁ ପ୍ରିୟା, ବି କରଡ଼ାବାଡ଼ିର ସଖା ପରିଚାଳିକା ବ୍ରହ୍ମ କୁମାରୀ ଲକ୍ଷ୍ମୀ,ସଂଚାଳିକା ବାସନ୍ତୀ କୁମାରୀ ପ୍ରଧାନ ଓ ବାଲିପଦର ଶାଖା ପରିଚାଳିକା ବ୍ରହ୍ମା କୁମାରୀ ବନିତା, ଅବସର ପ୍ରାପ୍ତ ଶିକ୍ଷକ ବଂଶୀଧର ନାୟକଙ୍କ ସମେତ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ନିଶା ଠାରୁ ଦୁରେଇ ରହି ନିଜର ଭବିଷ୍ୟତ ଗଠନ,ସମାଜ ଗଠନ ତଥା ଆଦର୍ଶ ଓ ଆଧ୍ୟାତ୍ମିକ ଜୀବନ ଶୈଳି ଉପରେ ବକ୍ତବ୍ୟ ପ୍ରଦାନ କରି ଛାତ୍ର ଓ ଛାତ୍ରୀ ମାନ ଙ୍କୁ ଅନୁପ୍ରାଣିତ ହେବାକୁ ଦିଗଦର୍ଶନ ଦେଇଥିଲେ।ବ୍ରହ୍ମକୁମାରୀଙ୍କ ଦ୍ୱାରା ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏଥିରେ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସମୂହ ସହଯୋଗ ଓ ପରିଚାଳନା କରିଥିଲେ ।ଶେଷରେ କ୍ରୀଡ଼ା ଶିକ୍ଷକ ବିଭୁ ପ୍ରସାଦ ନନ୍ଦ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!