ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଭଞ୍ଜନଗରରେ ୮୦ ତମ ସ୍ୱାଧୀନତା ଜୟନ୍ତୀ ପାଳନ 

ଭଞ୍ଜନଗର -(ମାଗୁଣି ମିଶ୍ର ) : ୮୦ ତମ ସ୍ୱାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଅଦ୍ୟ ସମୟରେ ଭଞ୍ଜନଗର ଜେଲ ପଡିଆ ଠାରେ ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଜାତୀୟ ପତାକା ଉତ୍ତୋଳନ କରି ସାମୁହିକ ପ୍ୟାରେଡରେ ଅଭିଭାଜନ ଗ୍ରହଣ କରିଥିଲେ।

ସେହିପରି ନାୟକ ଭବନ ପରିସରରେ ଘୁମୁସର ବରିଷ୍ଠ ନାଗରିକ ମଞ୍ଚର ସଭାପତି  ସୋମନାଥ ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ବେଲଗୁଣ୍ଠା ରୋଡରେ ଥିବା କାନାରା ବ୍ୟାଙ୍କ ଠାରେ କଳିଙ୍ଗନଗରର ବରିଷ୍ଠ ନାଗରିକ ତଥା ସାମ୍ବାଦିକ ମାଗୁଣି ମିଶ୍ର ଜାତୀୟ ପତାକା ଉତ୍ତୋଳନ କରି ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇଥିଲେ। ଏହିପରି ଭାବେ ସହରର ସତ୍ୟସାଇ ବିଦ୍ୟାବିହାର, ସରସ୍ବତୀ ଶିଶୁ ମନ୍ଦିର, କଳିଙ୍ଗନଗର ଦ୍ୱତୀୟ ଗଳି ଠାରେ ଜାତୀୟ ପତାକା ଉତ୍ତୋଳନ କରାଯାଇ ଉପସ୍ଥିତ ଜନତା ଓ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ପ୍ରଦାନ କରାଯାଇଥିଲା। ସେହିପରି ସହରର ଅନ୍ୟାନ୍ୟ ଅଫିସ ଓ ଅନୁଷ୍ଠାନ ମାନଙ୍କରେ ମଧ୍ୟ ଜାତୀୟ ପତାକା ଉତ୍ତୋଳନ କରାଯାଇ ୮୦ ତମ ସ୍ୱାଧୀନତା ଦିବସ ପାଳନ କରାଯାଇଥିଲା।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!