ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ସିବିଏସଇ ପରୀକ୍ଷା ଫଳ ପ୍ରକାଶ, ଗୋଲିଆ ଆଦର୍ଶ ବିଦ୍ୟାଳୟର ଦଶମରେ ଆୟୁଶ କୁମାର ସାହୁ ପ୍ରଥମ

ରିପୋର୍ଟ -ମାଗୁଣୀ ମିଶ୍ର

ଭଞ୍ଜନଗର-୧୭/୪-ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏ ପରିପ୍ରେକ୍ଷୀରେ ବୁଗୁଡ଼ା ବ୍ଲକର ଗୋଲିଆ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷା ଦେଇଥିବା ସମସ୍ତ ୭୪ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇ ଶତପ୍ରତିଶତ ଫଳାଫଳ ଆଣି ବିଦ୍ୟାଳୟର ଗୌରବ ବୃଦ୍ଧି କରିଥିବା ବେଳେ ମେଧାବୀ ଛାତ୍ର ଆୟୁଶ କୁମାର ସାହୁ ସର୍ବାଧିକ ୫୬୪ ମାର୍କ(୯୨.୮%) ରଖି ବିଦ୍ୟାଳୟ ଟପ୍ପର ରୂପେ ବିବେଚିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଶୁତୋଷ ବିଷୋୟୀ ୪୬୩(୯୨.୬%), ଏ.ଦେବଦୂତ ଆଚାରୀ ଏବଂ ସୁଶ୍ରୀ ସାଇଦର୍ଶନୀ ୪୫୭(୯୧.୪%) , ଅଂଶୁମାନ ବିଷୋୟୀ ୪୫୪(୯୦.୮%) , ଶାଶ୍ୱତ ଜେନା ୪୫୩(୯୦.୬%)ମାର୍କ ପ୍ରାପ୍ତ ପୂର୍ବକ ଏ-୧ ଗ୍ରେଡ୍ ହାସଲ କରି ବିଦ୍ଯାଳୟର ଗୌରବ ପାଲଟିଛନ୍ତି। ତେବେ ବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀଙ୍କ ଏହି ସଫଳତା ପାଇଁ ଉପାଧ୍ଯକ୍ଷା ସୁଚିତ୍ରା ପଟ୍ଟନାୟକଙ୍କ ସମେତ ବିଦ୍ଯାଳୟ କର୍ତ୍ତୃପକ୍ଷ ସମସ୍ତଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିବା ଜଣାଯାଇଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!