ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

କାର୍ ଧକ୍କାରେ ମହିଳା ମୃତ

ବେଲଗୁଣ୍ଠା-୧୯/୦୪-ବେଲଗୁଣ୍ଠା ବ୍ଳକ୍ ଗଙ୍ଗପୁର ଥାନା ଅନ୍ତର୍ଗତ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୂଚନା ପ୍ରକାରେ ଭଞ୍ଜନଗର ପୋଷ୍ଟ୍ ଅଫିସ ରେ କାର୍ଯ୍ୟରତ ଜନୈକ କର୍ମଚାରୀ ନିଜ କାର ଯୋଗେ ଆସିକl ରୁ ରାତ୍ର ଆଠ ଘଣ୍ଟ ସମୟରେ ଭଞ୍ଜନଗର ଅଭିମୁଖେ ଯାଉଥିବା ବେଳେ ଇନ୍ଦନପୁର ଛକ ନିକଟରେ ସେହି ଗ୍ରାମର ଇଲ୍ଲାସ ସ୍ୱାଇଁ ନାମକ ଜଣେ ମହିଳା(୬୦) ରାସ୍ତା ପାର ହେଉଥିବା ବେଳେ କାର ସମ୍ମୁଖକୁ ଚାଲି ଆସିଥିଲେ। ଫଳରେ ମହିଳା ଜଣଙ୍କ କାର ଧକ୍କାରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ I କାର ଚାଳକ ଜଣଙ୍କ ସ୍ଥାନୀୟ ଲୋକଙ୍କ ସହାୟତାରେ ମହିଳା ଜଣଙ୍କୁ ଉଦ୍ଧାର କରି ପ୍ରଥମେ ଗୋବରା ଗୋଷ୍ଠୀ ସ୍ୱାସ୍ଥୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭଞ୍ଜନଗର ମେଡ଼ିକାଲ କୁ ସ୍ଥାନାନ୍ତର କରାଯାଇଥିଲା I ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଇଲାସ ଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!